Online Bible

- Reklamy -




ଦ୍ଵିତୀୟ ବିବରଣ 26:13 - ପବିତ୍ର ବାଇବଲ

13 ତେଣୁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ନିଶ୍ଚୟ ଏହା କହିବ, ‘ତୁମ୍ଭର ସମସ୍ତ ଆଜ୍ଞା ଅନୁସାରେ ମୁଁ ଆପଣା ଗୃହରୁ ସମସ୍ତ ପବିତ୍ର ଖାଦ୍ୟ ବାହାର କରି ନେଇଛି। ଏବଂ ଲେବୀୟକୁ, ବିଦେଶୀମାନଙ୍କୁ, ପିତୃମାତୃହୀନମାନଙ୍କୁ ଓ ବିଧବାମାନଙ୍କୁ ଦେଇଅଛି। ମୁଁ ତୁମ୍ଭର କୌଣସି ଆଜ୍ଞା ଲଘଂନ କରି ନାହିଁ କିଅବା ସେଗୁଡ଼ିକ ପାଶୋରି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକି, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

13 ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋ’ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞା-ଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଏହା କହିବ, ମୋʼ ପ୍ରତି ତୁମ୍ଭର ସମସ୍ତ ଆଜ୍ଞାନୁସାରେ “ମୁଁ ଆପଣା ଗୃହରୁ ପବିତ୍ର ବସ୍ତୁ ବାହାର କରି ପୃଥକ ରଖିଅଛି, ମଧ୍ୟ ଲେବୀୟକୁ ଓ ବିଦେଶୀକୁ, ପିତୃହୀନକୁ ଓ ବିଧବାକୁ ଦେଇଅଛି; ମୁଁ ତୁମ୍ଭର କୌଣସି ଆଜ୍ଞାଲଙ୍ଘନ କରି ନାହିଁ, କିଅବା ତାହା ପାସୋରି ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 26:13

Následuj nás:

Reklamy


Reklamy