ଦ୍ଵିତୀୟ ବିବରଣ 26:14 - ପବିତ୍ର ବାଇବଲ14 ମୁଁ ଆପଣା ସେବା ସମୟରେ ତହିଁରୁ କିଛି ଭୋଜନ କରି ନାହିଁ। କିଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ। କିଅବା ମୃତ ଲୋକଙ୍କ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ଧ୍ୟାନ ଦେଇଅଛି। ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସବୁ ମୁଁ ପାଳନ କରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ; ମୁଁ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେ ସମସ୍ତ ମୁଁ କରିଅଛି। Viz kapitolaଓଡିଆ ବାଇବେଲ14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି। Viz kapitola |