Online Bible

- Reklamy -




ଦ୍ଵିତୀୟ ବିବରଣ 26:17 - ପବିତ୍ର ବାଇବଲ

17 ତୁମ୍ଭେମାନେ ଆଜି ସଙ୍କଳ୍ପ କରିଅଛ ଯେ, ସେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଗ୍ଭଲିବ ଓ ତାଙ୍କର ବିଧି, ଆଜ୍ଞା, ଶାସନ ମାନି ଚଳିବ ଏବଂ ତାହାଙ୍କ ସ୍ୱର ଶୁଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେ ଆଜି ଅଙ୍ଗୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।

Viz kapitola kopírovat

ଓଡିଆ ବାଇବେଲ

17 ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେ ଆଜି ସ୍ୱୀକାର କରିଅଛ ଯେ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ହେବେ ଓ ତୁମ୍ଭେ ତାହାଙ୍କ ପଥରେ ଚାଲିବ ଓ ତାହାଙ୍କ ବିଧି, ଆଜ୍ଞା ଓ ଶାସନ ମାନିବ ଓ ତାହାଙ୍କ ରବରେ କର୍ଣ୍ଣପାତ କରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 26:17

Následuj nás:

Reklamy


Reklamy