ଦ୍ଵିତୀୟ ବିବରଣ 26:19 - ପବିତ୍ର ବାଇବଲ19 ସଦାପ୍ରଭୁ ତୁମ୍ଭମାନଙ୍କ ସମସ୍ତ ଜାତିଙ୍କଠାରୁ ମହାନ୍ କରିବେ। ସେ ତୁମ୍ଭକୁ ପ୍ରଶଂସା, ଖ୍ୟାତି ଓ ସମ୍ମାନ ଦେବେ। ଏବଂ ତୁମ୍ଭେମାନେ ତାଙ୍କର ନିଜର ପବିତ୍ର ଲୋକ ହେବ। ସେ ଯେପରି ପ୍ରତିଜ୍ଞା କରିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ ଓ ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ। Viz kapitolaଓଡିଆ ବାଇବେଲ19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ। Viz kapitola |