ଦ୍ଵିତୀୟ ବିବରଣ 26:2 - ପବିତ୍ର ବାଇବଲ2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ଯାବତୀୟ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ। Viz kapitolaଓଡିଆ ବାଇବେଲ2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶର ଭୂମିଜାତ ସମସ୍ତ ପ୍ରଥମ ଫଳରୁ କିଛି କିଛି ରଖିବ ଓ ଚାଙ୍ଗୁଡ଼ିରେ ତାହା ନେଇ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ଗମନ କରିବ। Viz kapitola |