ଦ୍ଵିତୀୟ ବିବରଣ 27:18 - ପବିତ୍ର ବାଇବଲ18 “ଲେବୀୟମାନେ କହିବେ, ‘ଯେଉଁ ଲୋକ ଅନ୍ଧକୁ ବାଟ ଭୂଲାଏ, ସେ ଲୋକ ଅଭିଶପ୍ତ ହେଉ।’ “ସେଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେ କେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଓଡିଆ ବାଇବେଲ18 “ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ଯେକେହି ଅନ୍ଧକୁ ବାଟରୁ ବୁଲାଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitola |