ଦ୍ଵିତୀୟ ବିବରଣ 27:19 - ପବିତ୍ର ବାଇବଲ19 “ଲେବୀୟମାନେ କହିବେ, ‘ଯେଉଁ ଲୋକ ବିଧବା, ବିଦେଶୀ, ଅନାଥଙ୍କର ନ୍ୟାୟ କରିବାରେ ବାଧା ଦିଏ ସେ ଅଭିଶପ୍ତ ହେଉ।’ “ସେଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯେ କେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ବିଗାଡ଼େ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଓଡିଆ ବାଇବେଲ19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 “ଯେକେହି ବିଦେଶୀ, ପିତୃହୀନ ଓ ବିଧବାର ବିଚାର ଅନ୍ୟାୟ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitola |