ଦ୍ଵିତୀୟ ବିବରଣ 27:23 - ପବିତ୍ର ବାଇବଲ23 “ଲେବୀୟମାନେ କହିବେ, ‘ଯେକେହି ଆପଣା ଶାଶୁ ସଙ୍ଗେ ଯୌନ ସମ୍ପର୍କ ରକ୍ଷାକରେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)23 ଯେ କେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଓଡିଆ ବାଇବେଲ23 “ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ଯେକେହି ଆପଣା ଶାଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitola |