ଦ୍ଵିତୀୟ ବିବରଣ 27:24 - ପବିତ୍ର ବାଇବଲ24 “ଲେବୀୟମାନେ କହିବେ, ‘ଯେଉଁ ଲୋକ ଆପଣା ପଡ଼ୋଶୀକୁ ଗୋପନରେ ହତ୍ୟା କରେ ସେ ଅଭିଶପ୍ତ ହେଉ।’ “ଏଥିରେ ସମସ୍ତେ କହିବେ, ‘ଆମେନ୍।’ Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେ କେହି ଆପଣା ପ୍ରତିବାସୀକି ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitolaଓଡିଆ ବାଇବେଲ24 “ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ଯେକେହି ଆପଣା ପ୍ରତିବାସୀକୁ ଗୋପନରେ ବଧ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍। Viz kapitola |