ଦ୍ଵିତୀୟ ବିବରଣ 27:5 - ପବିତ୍ର ବାଇବଲ5 ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ଅର୍ଥାତ୍ ପଥରରେ ଏକ ଯଜ୍ଞବେଦି ନିର୍ମାଣ କରିବ। ସେହି ପଥର କାଟିବାରେ ଲୁହା ବ୍ୟବହାର କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେସବୁ ପ୍ରସ୍ତର ଉପରେ ଲୌହ-ଅସ୍ତ୍ର ଉଞ୍ଚାଇବ ନାହିଁ। Viz kapitolaଓଡିଆ ବାଇବେଲ5 ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ-ଅସ୍ତ୍ର ଉଞ୍ଚାଇବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ। Viz kapitola |