ଦ୍ଵିତୀୟ ବିବରଣ 27:6 - ପବିତ୍ର ବାଇବଲ6 ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯଜ୍ଞବେଦି ସମସ୍ତ ଅଚଞ୍ଛା ପଥରରେ ନିର୍ମାଣ କରିବା ଉଚିତ୍ ଓ ତୁମ୍ଭେମାନେ ସେହି ସ୍ଥାନରେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ହୋମବଳି ଉତ୍ସର୍ଗ କରିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ; Viz kapitolaଓଡିଆ ବାଇବେଲ6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ; Viz kapitola |