Online Bible

- Reklamy -




ଦ୍ଵିତୀୟ ବିବରଣ 28:13 - ପବିତ୍ର ବାଇବଲ

13 ସଦାପ୍ରଭୁ ତୁମ୍ଭକୁ ସର୍ବଦା ସମସ୍ତଙ୍କ ଉପରେ ସ୍ଥାପନ କରିବେ କେଉଁଥିରେ ପଛ କରିବେ ନାହିଁ। ସେ ତୁମ୍ଭକୁ ସର୍ବଦା ମସ୍ତକ କରିବେ ଲାଙ୍ଗୁଳ କରିବେ ନାହିଁ। ଏହିପରି ସବୁ ହେବ, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କର ସମସ୍ତ ବିଧି ଓ ନିୟମ ମାନି ଚଳିବ। ଯାହା ଆଜି ମୁଁ ତୁମ୍ଭମାନଙ୍କୁ କହୁଅଛ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେସବୁ ଯେବେ ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେ ଯେ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,

Viz kapitola kopírovat

ଓଡିଆ ବାଇବେଲ

13 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,

Viz kapitola kopírovat




ଦ୍ଵିତୀୟ ବିବରଣ 28:13

Následuj nás:

Reklamy


Reklamy