Online Bible

- Reklamy -




ଦ୍ଵିତୀୟ ବିବରଣ 28:15 - ପବିତ୍ର ବାଇବଲ

15 “କିନ୍ତୁ ତୁମ୍ଭେମାନେ ଯଦି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ବାକ୍ୟ ନ ଶୁଣ, ଯତ୍ନଶୀଳ ନ ହୁଅ ଏବଂ ଯଦି ତୁମ୍ଭେ ତାଙ୍କର ବିଧି ଓ ନିୟମ ପାଳନ ନ କର, ଯାହା ମୁଁ ତୁମ୍ଭମାନଙ୍କୁ ଦେଉଛି, ତେବେ ଏହି ଅଭିଶାପଗୁଡ଼ିକ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯେ ଯେ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।

Viz kapitola kopírovat

ଓଡିଆ ବାଇବେଲ

15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।

Viz kapitola kopírovat




ଦ୍ଵିତୀୟ ବିବରଣ 28:15

Následuj nás:

Reklamy


Reklamy