ଦ୍ଵିତୀୟ ବିବରଣ 28:20 - ପବିତ୍ର ବାଇବଲ20 “ତୁମ୍ଭେ ଯଦି କୁକର୍ମ କର ଏବଂ ସଦାପ୍ରଭୁଙ୍କ ପ୍ରତି ବିମୁଖ ହୁଅ, ତେବେ ସର୍ବଦା ସେ ତୁମ୍ଭର ଅମଙ୍ଗଳ କରିବେ। ତୁମ୍ଭର ସବୁ କାର୍ଯ୍ୟରେ ହତୋତ୍ସାହ ଓ ଅସୁବିଧା ଜନ୍ମିବ। ତୁମ୍ଭେ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ଏହିପରି କରିବେ। ସେ ତୁମ୍ଭ ପ୍ରତି ଏପରି କରିବେ କାରଣ ତୁମ୍ଭେ ତାଙ୍କଠାରୁ ବିମୁଖ ହୋଇଛ ଓ ତାଙ୍କଠାରୁ ଦୂରେଇ ରହିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ଵାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ। Viz kapitolaଓଡିଆ ବାଇବେଲ20 ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ। Viz kapitola |