ଦ୍ଵିତୀୟ ବିବରଣ 28:21 - ପବିତ୍ର ବାଇବଲ21 ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭକୁ ମହାମାରୀ ରୋଗରେ ଆକ୍ରାନ୍ତ କରିବେ। ତୁମ୍ଭେମାନେ ଯେଉଁ ଦେଶକୁ ଅଧିକାର କରିବାକୁ ଯାଉଅଛ, ସେହି ଦେଶରୁ ତୁମ୍ଭମାନଙ୍କୁ ଧ୍ୱଂସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ। Viz kapitolaଓଡିଆ ବାଇବେଲ21 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ। Viz kapitola |