ଦ୍ଵିତୀୟ ବିବରଣ 28:22 - ପବିତ୍ର ବାଇବଲ22 ସଦାପ୍ରଭୁ ତୁମ୍ଭକୁ ରୋଗ, ଜ୍ୱର ଓ ଜ୍ୱଳାରେ ଦଣ୍ତିତ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କୁ ଅତ୍ୟଧିକ ଉତ୍ତାପ ଦେବେ ଯେଉଁଥିରେ ତୁମ୍ଭେମାନେ ଉତ୍ତମ ବର୍ଷା ପାଇବ ନାହିଁ। ତୁମ୍ଭର ଫସଲ ବର୍ଷା ଅଭାବରେ ମରିଯିବ। ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସମସ୍ତ କୁକର୍ମମାନ ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ ଯକ୍ଷ୍ମା ଓ ଜ୍ଵର ଓ ଜ୍ଵାଳା ଓ ଅତିଦାହ ଓ ଖଡ଼୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେସବୁ ତୁମ୍ଭର ପିଚ୍ଛା ଲାଗିଥିବେ। Viz kapitolaଓଡିଆ ବାଇବେଲ22 ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଅନାବୃଷ୍ଟି ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ। Viz kapitola |