ଦ୍ଵିତୀୟ ବିବରଣ 28:24 - ପବିତ୍ର ବାଇବଲ24 ସଦାପ୍ରଭୁ ତୁମ୍ଭକୁ ବର୍ଷା ଦେବେ ନାହିଁ। ଆକାଶରୁ କେବଳ ଧୂଳି ଓ ବାଲି ବର୍ଷା କରିବେ। ତୁମ୍ଭମାନଙ୍କର ଧ୍ୱଂସ ହେବା ପର୍ଯ୍ୟନ୍ତ ଏହିପରି ଲାଗି ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ। Viz kapitolaଓଡିଆ ବାଇବେଲ24 ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ। Viz kapitola |