ଦ୍ଵିତୀୟ ବିବରଣ 28:25 - ପବିତ୍ର ବାଇବଲ25 “ସଦାପ୍ରଭୁ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁମାନଙ୍କ ହାତରେ ତୁମ୍ଭକୁ ପରାସ୍ତ କରାଇବେ। ତୁମ୍ଭେ ଯୁଦ୍ଧ କରିବା ପାଇଁ ଗୋଟିଏ ବାଟରେ ପଶିବ ମାତ୍ର ସାତୋଟି ବାଟରେ ପଳାୟନ କରି ଆସିବ। ତୁମ୍ଭମାନଙ୍କ ପ୍ରତି ଏପରି ଘଟଣାମାନ ସବୁ ଘଟିବ ଯେଉଁଥିରେ ସମସ୍ତ ପୃଥିବୀବାସୀ ତାହା ଦେଖି ଭୟ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ; ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ; ମାତ୍ର ସାତ ପଥ ଦେଇ ସେମାନଙ୍କ ଆଗରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ। Viz kapitolaଓଡିଆ ବାଇବେଲ25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ। Viz kapitola |