ଦ୍ଵିତୀୟ ବିବରଣ 28:27 - ପବିତ୍ର ବାଇବଲ27 “ସଦାପ୍ରଭୁ ତୁମ୍ଭମାନଙ୍କୁ ମିସ୍ରୀୟ ବଥ, ଅର୍ଶ, ଜାଦୁ ଓ କୁଣ୍ଡିଆଣି ଦ୍ୱାରା ଆଘାତ କରିବେ, ଯେପରି ମିଶରୀୟମାନଙ୍କୁ କରିଥିଲେ। ଏଥିରୁ ତୁମ୍ଭେମାନେ ଆରୋଗ୍ୟ ହୋଇ ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ ଖୁଜିଲି ଦ୍ଵାରା ଆଘାତ କରିବେ, ଏସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ। Viz kapitolaଓଡିଆ ବାଇବେଲ27 ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ। Viz kapitola |