Online Bible

- Reklamy -




ଦ୍ଵିତୀୟ ବିବରଣ 28:29 - ପବିତ୍ର ବାଇବଲ

29 ତୁମ୍ଭେମାନେ ଦିନ ବେଳେ ମଧ୍ୟ ଅନ୍ଧଙ୍କ ପରି ଦରାଣ୍ତି ହେବ। ତୁମ୍ଭେମାନେ ଆପଣା କାର୍ଯ୍ୟରେ ସର୍ବଦା କୃତକାର୍ଯ୍ୟ ହେବ ନାହିଁ। ତୁମ୍ଭେ ସର୍ବଦା ଉପଦ୍ରବଗ୍ରସ୍ତ ଓ ଲୁଣ୍ଠିତ ହେବ। କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ତି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ତି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।

Viz kapitola kopírovat

ଓଡିଆ ବାଇବେଲ

29 ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।

Viz kapitola kopírovat




ଦ୍ଵିତୀୟ ବିବରଣ 28:29

Následuj nás:

Reklamy


Reklamy