ଦ୍ଵିତୀୟ ବିବରଣ 28:30 - ପବିତ୍ର ବାଇବଲ30 “ତୁମ୍ଭେ ଏକ ସ୍ତ୍ରୀଲୋକକୁ ବିବାହ କରିବ କିନ୍ତୁ ଅନ୍ୟ ଜଣେ ପୁରୁଷ ତାକୁ ଧର୍ଷଣ କରିବ। ତୁମ୍ଭେ ଏକ ଗୃହ ନିର୍ମାଣ କରିବ କିନ୍ତୁ ସେଥିରେ ଅନ୍ୟ ଜଣେ ବାସ କରିବ। ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ଓ ଅନ୍ୟ ଜଣେ ତା'ର ଫଳସବୁ ଖାଇବ। ତୁମ୍ଭେ ସେଥିରୁ କିଛି ପାଇବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ ର, Viz kapitolaଓଡିଆ ବାଇବେଲ30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ, Viz kapitola |