ଦ୍ଵିତୀୟ ବିବରଣ 28:33 - ପବିତ୍ର ବାଇବଲ33 “ତୁମ୍ଭେ ତୁମ୍ଭର କଠିନ ପରିଶ୍ରମ କରିଥିବା ଫଳ ଅନ୍ୟମାନେ ନେଇଯିବେ। ଏବଂ ତୁମ୍ଭେ ସର୍ବଦା କେବଳ ଉପଦ୍ରବ ଗ୍ରସ୍ତ ଓ ନିର୍ଯ୍ୟାତନା ଭୋଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଳିଷ୍ଟ ହେବ। Viz kapitolaଓଡିଆ ବାଇବେଲ33 ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ। Viz kapitola |