Online Bible

- Reklamy -

ଦ୍ଵିତୀୟ ବିବରଣ 28:36 - ପବିତ୍ର ବାଇବଲ

36 “ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କଲ ତୁମ୍ଭର ସେହି ରାଜାକୁ ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ନିର୍ବାସିତ କରିବେ। ଏବଂ ସେଠାରେ ତୁମ୍ଭେମାନେ କାଠ ପଥର ଦେବତାମାନଙ୍କର ସେବା କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।

Viz kapitola kopírovat

ଦ୍ଵିତୀୟ ବିବରଣ 28:36

Následuj nás:

Reklamy

Reklamy