ଦ୍ଵିତୀୟ ବିବରଣ 28:37 - ପବିତ୍ର ବାଇବଲ37 ସେଠାରେ ତୁମ୍ଭେମାନେ ନିଜେ ଏକ ଭୟାନକ ଦୃଶ୍ୟରେ ପରିଣତ ହେବ, ସେହି ସମସ୍ତ ଜାତିମାନଙ୍କ ଆଗରେ ଅପମାନର ଓ ଉପହାସର ପାତ୍ର ହେବ। ଯେଉଁଠାକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ସଦାପ୍ରଭୁ ତୁମ୍ଭକୁ ଯେସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର ଓ ଗଳ୍ପର ଓ ଉପହାସର ବିଷୟ ହେବ। Viz kapitolaଓଡିଆ ବାଇବେଲ37 ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ। Viz kapitola |