ଦ୍ଵିତୀୟ ବିବରଣ 28:4 - ପବିତ୍ର ବାଇବଲ4 ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରି ବହୁ ସନ୍ତାନ ଦେବେ। ତୁମ୍ଭମାନଙ୍କୁ ଫସଲ ବେଳେ ଏବଂ ତୁମ୍ଭ ପଶୁମାନଙ୍କୁ ମଧ୍ୟ ବହୁ ଶାବକ ଦେବେ, ସେ ମଧ୍ୟ ତୁମ୍ଭମାନଙ୍କର ବାଛୁରି ଓ ମେଣ୍ଢାମାନଙ୍କୁ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭ ଶରୀରର ଫଳ ଓ ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ। Viz kapitolaଓଡିଆ ବାଇବେଲ4 ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ। Viz kapitola |