ଦ୍ଵିତୀୟ ବିବରଣ 28:44 - ପବିତ୍ର ବାଇବଲ44 ବିଦେଶୀମାନେ ତୁମ୍ଭକୁ ଋଣ ଦେବେ। କିନ୍ତୁ ତୁମ୍ଭମାନଙ୍କ ପାଖରେ ଅର୍ଥ ନ ଥିବ ଋଣ ପ୍ରତିଶୋଧ ପାଇଁ। ସେମାନେ ମସ୍ତକ ପରି ତୁମ୍ଭମାନଙ୍କୁ ପରିଗ୍ଭଳନା କରିବେ। ତୁମ୍ଭେମାନେ ଲାଙ୍ଗୁଡ଼ ତୁଲ୍ୟ ତାଙ୍କଦ୍ୱାରା ପରିଗ୍ଭଳିତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)44 ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ। Viz kapitolaଓଡିଆ ବାଇବେଲ44 ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ। Viz kapitola |