ଦ୍ଵିତୀୟ ବିବରଣ 28:46 - ପବିତ୍ର ବାଇବଲ46 ସବୁ ଅଭିଶାପ ତୁମ୍ଭ ଉପରେ ଓ ପୁରୁଷାନୁକ୍ରମେ ତୁମ୍ଭ ବଂଶ ଉପରେ ରହିବ। ଏହା ଚିହ୍ନସ୍ୱରୂପ ଓ ସଦାପ୍ରଭୁଙ୍କର ବିଗ୍ଭରର ପ୍ରମାଣ ହୋଇ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)46 ଆଉ ସେସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ଵରୂପ ହୋଇ ରହିବ; Viz kapitolaଓଡିଆ ବାଇବେଲ46 ଆଉ ସେହି ସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ୱରୂପ ହୋଇ ରହିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ଆଉ ସେହି ସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ୱରୂପ ହୋଇ ରହିବ; Viz kapitola |