ଦ୍ଵିତୀୟ ବିବରଣ 28:48 - ପବିତ୍ର ବାଇବଲ48 ତେଣୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ ଓ ତୃଷାରେ ଓ ଉଲଙ୍ଗତାରେ ଏବଂ ସବୁପ୍ରକାର ଅଭାବରେ ସେମାନଙ୍କର ଦାସକର୍ମ କରିବ। ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ଯାଏ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ ଓ ତୃଷାରେ ଓ ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ଯାଏ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ। Viz kapitolaଓଡିଆ ବାଇବେଲ48 ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ। Viz kapitola |