ଦ୍ଵିତୀୟ ବିବରଣ 28:52 - ପବିତ୍ର ବାଇବଲ52 “ଅନ୍ୟ ଜାତୀୟମାନେ ତୁମ୍ଭମାନଙ୍କୁ ଘେରାଉ କରି ରଖିବେ ଓ ତୁମ୍ଭମାନଙ୍କ ସହରକୁ ଆକ୍ରମଣ କରିବେ। ତୁମ୍ଭେମାନେ ଭାବିବ ଯେ ତୁମ୍ଭମାନଙ୍କର ଉଚ୍ଚ ଓ ଦୃଢ଼ ପାଚେରୀ ତୁମ୍ଭମାନଙ୍କୁ ସୁରକ୍ଷା ଦେବ ମାତ୍ର ତାହା ତୁମ୍ଭମାନଙ୍କୁ ସୁରକ୍ଷା ଦେଇ ପାରିବ ନାହିଁ। ସେହି ପାଚେରୀମାନ ଭାଙ୍ଗି ପଡ଼ିବ। ସଦାପ୍ରଭୁ ଦେଇଥିବା ଦେଶରେ ସବୁଆଡ଼େ ଶତ୍ରୁମାନଙ୍କର ଛାଉଣି ହୋଇଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବାଯାଏ ସେ ତୁମ୍ଭର ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ଵାରରେ ସେ ତୁମ୍ଭକୁ ଅବରୋଧ କରିବ। Viz kapitolaଓଡିଆ ବାଇବେଲ52 ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗର-ଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗର-ଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ। Viz kapitola |