ଦ୍ଵିତୀୟ ବିବରଣ 28:56 - ପବିତ୍ର ବାଇବଲ56 “ଏପରିକି ତୁମ୍ଭମାନଙ୍କ ମଧ୍ୟରେ ଥିବା ଦୟାଳୁ ସ୍ତ୍ରୀଲୋକ ମଧ୍ୟ ନିଷ୍ଠୁର ହୋଇ ଉଠିବ। ସେ ତା'ର ଜୀବନକୁ ଏପରି ଉତ୍ସର୍ଗ କରିଥିଲା ଯେ ସେ କେବେ ତା'ର ପାଦ ପଦାକୁ ବାହାର କରି ନ ଥିଲା। ସେ ତା'ର ସ୍ୱାମୀ, ତା'ର ପିଲାମାନଙ୍କ ପ୍ରତି ନିଷ୍ଠୁର ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)56 ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ଵାର-ମାନଙ୍କରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ହେତୁରୁ ଆପଣା ତଳିପା ଭୂମିରେ ରଖିବାକୁ ଭରସେ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ଵାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ; Viz kapitolaଓଡିଆ ବାଇବେଲ56 ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ; Viz kapitola |