ଦ୍ଵିତୀୟ ବିବରଣ 28:58 - ପବିତ୍ର ବାଇବଲ58 “ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯେବେ ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)58 ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯେବେ ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ; Viz kapitolaଓଡିଆ ବାଇବେଲ58 ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 “ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ; Viz kapitola |