ଦ୍ଵିତୀୟ ବିବରଣ 28:59 - ପବିତ୍ର ବାଇବଲ59 ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ ଆର୍ଥାତ୍ ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)59 ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟରୂପ କରିବେ। Viz kapitolaଓଡିଆ ବାଇବେଲ59 ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ। Viz kapitola |