ଦ୍ଵିତୀୟ ବିବରଣ 28:60 - ପବିତ୍ର ବାଇବଲ60 ତୁମ୍ଭେମାନେ ଦେଖିଛ ମିଶର ବାସୀମାନଙ୍କୁ କିପରି ଭାବରେ ରୋଗବ୍ୟାଧି ବ୍ୟାପି ଥିଲା। ତାହା ତୁମ୍ଭମାନଙ୍କୁ ଭୟଭୀତ କରାଇ ଥିଲା। ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସେହିସବୁ ମନ୍ଦକର୍ମମାନ ଭିଆଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)60 ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ। Viz kapitolaଓଡିଆ ବାଇବେଲ60 ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT60 ପୁଣି ତୁମ୍ଭେ ଯେଉଁ ମିସରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ। Viz kapitola |