ଦ୍ଵିତୀୟ ବିବରଣ 28:62 - ପବିତ୍ର ବାଇବଲ62 ତୁମ୍ଭମାନଙ୍କର ସଂଖ୍ୟା ତାରାମାନଙ୍କ ପରି ବହୁତ ହୋଇଥିବ କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ ସଂଖ୍ୟକ ରହିଯିବେ। କାରଣ ତୁମ୍ଭେମାନେ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟପ୍ରତି ଧ୍ୟାନ ଦେଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)62 ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ହେତୁରୁ ଆକାଶର ତାରାଗଣ ପରି ହେଲେ ହେଁ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ କର୍ଣ୍ଣପାତ କଲ ନାହିଁ। Viz kapitolaଓଡିଆ ବାଇବେଲ62 ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT62 ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ। Viz kapitola |