Online Bible

- Reklamy -

ଦ୍ଵିତୀୟ ବିବରଣ 28:63 - ପବିତ୍ର ବାଇବଲ

63 “ସଦାପ୍ରଭୁ ଦିନେ ଆନନ୍ଦ ଥିଲେ, ତୁମ୍ଭମାନଙ୍କୁ ଖୁସୀ କରି ଓ ତୁମ୍ଭମାନଙ୍କର ସଂଖ୍ୟା ବଢ଼ାଇ। ଠିକ୍ ସେହିପରି ସଦାପ୍ରଭୁ ଆନନ୍ଦ ଖୁସୀ ଦେବେ ତୁମ୍ଭମାନଙ୍କୁ ହ୍ରାସକରି ଓ ବିନାଶ କରି। ତୁମ୍ଭେମାନେ ଅଧିକାର କରିବାକୁ ଯାଉଥିବା ଦେଶକୁ ଅନ୍ୟମାନେ ଅଧିକାର କରି ନେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

63 ଆହୁରି ଏପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।

Viz kapitola kopírovat

ଓଡିଆ ବାଇବେଲ

63 ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

ଦ୍ଵିତୀୟ ବିବରଣ 28:63

Následuj nás:

Reklamy

Reklamy