ଦ୍ଵିତୀୟ ବିବରଣ 28:64 - ପବିତ୍ର ବାଇବଲ64 ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ। ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ, ପାଷାଣର ମୂର୍ତ୍ତି ପୂଜା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)64 ପୁଣି ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଆନ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷ-ଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ। Viz kapitolaଓଡିଆ ବାଇବେଲ64 ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT64 ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ। Viz kapitola |