ଦ୍ଵିତୀୟ ବିବରଣ 28:65 - ପବିତ୍ର ବାଇବଲ65 “ତୁମ୍ଭେମାନେ ସେହି ଗୋଷ୍ଠୀୟମାନଙ୍କ ମଧ୍ୟରେ କିଛି ଶାନ୍ତି ପାଇବ ନାହିଁ ଓ ସେଠାରେ ତୁମ୍ଭ ପାଦର କିଛି ବିଶ୍ରାମ ହେବ ନାହିଁ। ସଦାପ୍ରଭୁ ତୁମ୍ଭର ମନକୁ ପୂର୍ଣ୍ଣ କରିବେ। ସେ ତୁମ୍ଭର ଆଖିଗୁଡ଼ିକ ଆଙ୍କାକ୍ଷାରେ ଅବସନ୍ନ କରି ଦେବେ ଏବଂ ସେ ତୁମ୍ଭକୁ ଦୁଃଖ ପୂର୍ଣ୍ଣ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ ଓ ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ। Viz kapitolaଓଡିଆ ବାଇବେଲ65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ। Viz kapitola |