ଦ୍ଵିତୀୟ ବିବରଣ 28:68 - ପବିତ୍ର ବାଇବଲ68 ସଦାପ୍ରଭୁ ତୁମ୍ଭମାନଙ୍କୁ ଜାହଜରେ ମିଶରକୁ ପଠାଇ ଦେବେ। ମୁଁ କହୁଅଛି, ତୁମ୍ଭେମାନେ କଦାପି ସେହି ଦେଶକୁ ଯିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭକୁ ସେହିଠାକୁ ପଠାଇବେ। ମିଶରରେ ତୁମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଶତ୍ରୁମାନଙ୍କଠାରୁ କ୍ରିତଦାସ ଭାବେ ବିକ୍ରି ହେବାକୁ ଚେଷ୍ଟା କରିବ। କିନ୍ତୁ ତୁମ୍ଭମାନଙ୍କୁ କେହି କ୍ରୟ କରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)68 ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ। Viz kapitolaଓଡିଆ ବାଇବେଲ68 ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT68 ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ‘ତୁମ୍ଭେ ଆଉ ତାହା ଦେଖିବ ନାହିଁ,’ ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।” Viz kapitola |