ଦ୍ଵିତୀୟ ବିବରଣ 28:7 - ପବିତ୍ର ବାଇବଲ7 “ସଦାପ୍ରଭୁ ସର୍ବଦା ତୁମ୍ଭମାନଙ୍କୁ ସହାୟ ଓ ତୁମ୍ଭ ଶତ୍ରୁମାନଙ୍କୁ ବିନାଶ କରିବେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଉଠିବେ। ସେମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ବାଟରେ ଆସିବେ ଓ ସାତୋଟି ବାଟରେ ପଳାୟନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ। Viz kapitolaଓଡିଆ ବାଇବେଲ7 ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ। Viz kapitola |