ଦ୍ଵିତୀୟ ବିବରଣ 28:8 - ପବିତ୍ର ବାଇବଲ8 “ସଦାପ୍ରଭୁ ତୁମ୍ଭମାନଙ୍କର ଅମାର ପୂର୍ଣ୍ଣ କରିବେ। ସେ ତୁମ୍ଭକୁ ସବୁ କାର୍ଯ୍ୟରେ ଆଶୀର୍ବାଦ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଦେଇଥିବା ଦେଶ ଉପରେ ଆଶୀର୍ବାଦ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେ ଯେ କର୍ମରେ ତୁମ୍ଭେ ହସ୍ତ ଦେବ, ସେସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଓଡିଆ ବାଇବେଲ8 ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ। Viz kapitola |