ଦ୍ଵିତୀୟ ବିବରଣ 28:9 - ପବିତ୍ର ବାଇବଲ9 ସଦାପ୍ରଭୁ ତୁମ୍ଭକୁ ତାଙ୍କର ପବିତ୍ର ଲୋକ ଭାବେ ପ୍ରତିଷ୍ଠା କରିବେ, ଠିକ୍ ଯେପରି ସେ ପ୍ରତିଜ୍ଞା କରିଛନ୍ତି। ସେ ଠିକ୍ ସେହିପରି କରିବେ କାରଣ ତୁମ୍ଭେମାନେ ତାଙ୍କର ଆଦେଶ ମାନ ଓ ତାଙ୍କର ପଥରେ ଗ୍ଭଲ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ। Viz kapitolaଓଡିଆ ବାଇବେଲ9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ। Viz kapitola |