Online Bible

- Reklamy -




ଦ୍ଵିତୀୟ ବିବରଣ 29:11 - ପବିତ୍ର ବାଇବଲ

11 ତୁମ୍ଭର ସ୍ତ୍ରୀ ଓ ପିଲାମାନେ ଏବଂ ତୁମ୍ଭମାନଙ୍କ ସହିତ ବାସ କରୁଥିବା ବିଦେଶୀମାନେ ମଧ୍ୟ ଏହିଠାରେ ଉପସ୍ଥିତ ଅଛନ୍ତି। ଯେଉଁ ଲୋକମାନେ ତୁମ୍ଭକୁ କାଠ କାଟି ଦେଇଛନ୍ତି ଏବଂ ପାଣି ଯୋଗାଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସହିତ ତାହା ସ୍ଥିର କରିବ, ଏଥିପାଇଁ

Viz kapitola kopírovat

ଓଡିଆ ବାଇବେଲ

11 ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଯେଉଁ ନିୟମ ଓ ଯେଉଁ ଶପଥ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆଜି ତୁମ୍ଭ ସଙ୍ଗେ ସ୍ଥିର କରିବେ, ତୁମ୍ଭେ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସହିତ ତାହା ସ୍ଥିର କରିବ,

Viz kapitola kopírovat




ଦ୍ଵିତୀୟ ବିବରଣ 29:11

Následuj nás:

Reklamy


Reklamy