ଦ୍ଵିତୀୟ ବିବରଣ 29:12 - ପବିତ୍ର ବାଇବଲ12 ତୁମ୍ଭେମାନେ ସମସ୍ତେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କଠାରେ ଚୁକ୍ତି କରିବା ପାଇଁ ଏଠାରେ ଛିଡ଼ା ହୋଇଛ। ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଆଜି ଏହି ଚୁକ୍ତି କରୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ Viz kapitolaଓଡିଆ ବାଇବେଲ12 ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିପାଇଁ ତୁମ୍ଭମାନଙ୍କ ପ୍ରଧାନମାନେ, ତୁମ୍ଭମାନଙ୍କ ବଂଶସମୂହ, ତୁମ୍ଭମାନଙ୍କ ପ୍ରାଚୀନଗଣ ଓ ତୁମ୍ଭମାନଙ୍କ ଅଧ୍ୟକ୍ଷଗଣ, ଇସ୍ରାଏଲର ସମସ୍ତ ପୁରୁଷ, ତୁମ୍ଭମାନଙ୍କ ବାଳକଗଣ, ତୁମ୍ଭମାନଙ୍କ ଭାର୍ଯ୍ୟାଗଣ Viz kapitola |