ଦ୍ଵିତୀୟ ବିବରଣ 29:15 - ପବିତ୍ର ବାଇବଲ15 ସଦାପ୍ରଭୁ ଏହି ଚୁକ୍ତି କରିଛନ୍ତି ତୁମ୍ଭ ସମସ୍ତଙ୍କ ସହିତ ଯେଉଁମାନେ ଆଜି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛ। କିନ୍ତୁ ଏହି ଚୁକ୍ତି ମଧ୍ୟ ଆମ୍ଭର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ ମଧ୍ୟ ଯେଉଁମାନେ ଆମ୍ଭମାନଙ୍କ ସହିତ ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)। Viz kapitolaଓଡିଆ ବାଇବେଲ15 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭମାନଙ୍କ ସଙ୍ଗେ ଆଜି ଏଠାରେ ଯେଉଁ ଲୋକ ଛିଡ଼ା ହେଉଅଛି, ଆଉ ମଧ୍ୟ ଯେଉଁ ଲୋକ ଏଠାରେ ନାହିଁ, (ସେ ସମସ୍ତଙ୍କ ସଙ୍ଗେ ମୁଁ ଏହି ନିୟମ କରୁଅଛି)। Viz kapitola |