ଦ୍ଵିତୀୟ ବିବରଣ 29:17 - ପବିତ୍ର ବାଇବଲ17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ ଓ ସେମାନଙ୍କ କାଠ, ପଥର, ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ ଓ ସେମାନଙ୍କ କାଠ ଓ ପଥର, ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ। Viz kapitolaଓଡିଆ ବାଇବେଲ17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଥିବା ଘୃଣାଯୋଗ୍ୟ ବସ୍ତୁ, ସେମାନଙ୍କ କାଠ ଓ ପଥର ଓ ରୂପା ଓ ସୁନାର ପ୍ରତିମାମାନ ଦେଖିଅଛ। Viz kapitola |