Online Bible

- Reklamy -




ଦ୍ଵିତୀୟ ବିବରଣ 29:18 - ପବିତ୍ର ବାଇବଲ

18 ଏଥିପାଇଁ ତୁମ୍ଭେ ସାବଧାନ ହେବ। ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚା‌ଦ୍‌ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, ପରିବାର କି ବଂଶ ଯେମନ୍ତ ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେମନ୍ତ ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;

Viz kapitola kopírovat

ଓଡିଆ ବାଇବେଲ

18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;

Viz kapitola kopírovat




ଦ୍ଵିତୀୟ ବିବରଣ 29:18

Následuj nás:

Reklamy


Reklamy