Online Bible

- Reklamy -




ଦ୍ଵିତୀୟ ବିବରଣ 29:20 - ପବିତ୍ର ବାଇବଲ

20-21 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତ‌‌‌‌ତ୍‌‌‌‌କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ଵାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ତଳ ତଳୁ ତାହାର ନାମ ଲୋପ କରିବେ।

Viz kapitola kopírovat

ଓଡିଆ ବାଇବେଲ

20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 29:20

Následuj nás:

Reklamy


Reklamy