ଦ୍ଵିତୀୟ ବିବରଣ 29:22 - ପବିତ୍ର ବାଇବଲ22 “ଭବିଷ୍ୟତରେ ତୁମ୍ଭର ଭବିଷ୍ୟଦ୍ ବଂଶଧରଗଣ ଓ ବହୁ ଦୂର ସ୍ଥାନରୁ ଆସୁଥିବା ବିଦେଶୀଗଣ ବିନାଶ ଓ ବିପର୍ଯ୍ୟୟ ଦେଖିବେ, ଯାହା ସଦାପ୍ରଭୁ ଦେଶକୁ ଆଘାତ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ ; Viz kapitolaଓଡିଆ ବାଇବେଲ22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ; Viz kapitola |