Online Bible

- Reklamy -




ଦ୍ଵିତୀୟ ବିବରଣ 29:23 - ପବିତ୍ର ବାଇବଲ

23 ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା, ଅଦ୍ମା ଓ ସବୋୟିମ ନଗରମାନ ଉତ୍ପାଟନ କରିଥିଲେ, ତାହାପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି। ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ ଏବଂ ତହିଁରେ କୌଣସି ତୃଣ ବଢ଼େ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଅର୍ଥାତ୍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟିମ୍ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ ଓ ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ)ନ୍ତ

Viz kapitola kopírovat

ଓଡିଆ ବାଇବେଲ

23 ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);

Viz kapitola kopírovat




ଦ୍ଵିତୀୟ ବିବରଣ 29:23

Následuj nás:

Reklamy


Reklamy