Online Bible

- Reklamy -




ଦ୍ଵିତୀୟ ବିବରଣ 29:26 - ପବିତ୍ର ବାଇବଲ

26 ଯେଉଁ ଦେବତାମାନଙ୍କୁ ସେମାନେ ଜାଣି ନ ଥିଲେ ଓ ସେ ସେମାନଙ୍କୁ ନେଇ ନ ଥିଲେ, ସେମାନେ ଯାଇ ସେହି ଅନ୍ୟ ଦେବତାଗଣର ପୂଜା କଲେ ଓ ସେମାନଙ୍କର ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ଯେଉଁ ଦେବତାମାନଙ୍କୁ ସେମାନେ ଜାଣି ନ ଥିଲେ ଓ ସେ ସେମାନଙ୍କୁ ଦେଇ ନ ଥିଲେ, ସେମାନେ ଯାଇ ସେହି ଅନ୍ୟ ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।

Viz kapitola kopírovat

ଓଡିଆ ବାଇବେଲ

26 ଈଶ୍ୱର ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେ ଯେଉଁ ଦେବତାମାନଙ୍କୁ ନିଷିଦ୍ଧ କରିଥିଲେ ଏବଂ ସେମାନଙ୍କ ଦୃଷ୍ଟିରେ ଯେଉଁ ଦେବତାମାନେ ଅଜଣା ଥିଲେ, ସେମାନେ ଯାଇ ସେହି ଦେବତାଗଣର ସେବା କଲେ ଓ ସେମାନଙ୍କୁ ପ୍ରଣାମ କଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 29:26

Následuj nás:

Reklamy


Reklamy